ବାରିପଦା: ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ସକାଳୁ ସକାଳୁ ଘନ କୁହୁଡ଼ି ହେଉଛି । ଫଳରେ କିଛି ଦୃଶ୍ୟମାନ ହେଉନି। ବର୍ଷା ସମୟରେ ଶିମିଳିପାଳ ଭିତରକୁ ଯିବା ବିପଜ୍ଜନକ ଥିବା ବେଳେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ଘୋଷଣା କରିଛନ୍ତି ଶିମିଳିପାଳ ଜାତୀୟ ଉଦ୍ୟାନ ଉପନିର୍ଦ୍ଦେଶକ ସାଇକିରଣ ଡିଏନ୍ ।
ସୂଚନାଯୋଗ୍ୟ, ମହାମାରୀ କରୋନା ପାଇଁ ଦୀଘଁ ଦିନ ବନ୍ଦ ରହିଥିଲା ଅଭୟାରଣ୍ୟ। କରୋନାର କୋପ କମିବା ପରେ ତାହା ଖୋଲିଥିଲା। ପରେ ଅର୍ଥାତ ମେ’ ୧୫ ତାରିଖରେ ବର୍ଷା ଋତୁକୁ ଆଖି ଆଗରେ ରଖି ବନ୍ଦ କରାଯାଇଥିଲା ଅଭୟାରଣ୍ୟ। ବର୍ଷା ଦିନେ ଅଭୟାରଣ୍ୟ ମଧ୍ୟରେ ଥିବା ମାଟି ରାସ୍ତାରେ ଯିବା ସମ୍ଭବପର ହେଉ ନ ଥିବାରୁ ପ୍ରତି ବର୍ଷ ବର୍ଷାଋତୁରେ ଏହାକୁ ବନ୍ଦ କରାଯାଇଥାଏ । ଏହାପରେ ଶୀତ ଆଗମନ ହେଲେ ପର୍ଯ୍ୟଟକଙ୍କ ପାଇଁ ଖୋଲିଥାଏ ଶିମିଳିପାଳ ଗେଟ୍।
ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥିବା ଶିମିଳିପାଳ ଗେଟ୍। ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇ ଥିବା ବେଳେ ପର୍ଯ୍ୟଟକମାନେ କୌଣସି ପ୍ଲାଷ୍ଟିକ ସାମଗ୍ରୀ ନେଇ ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି କୁହାଯାଇଥିଲା। ଶିମିଳିପାଳ ଖୋଲିବା ପରେ ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ତଥା ଏହାର ଘଞ୍ଚ ଜଙ୍ଗଲରେ ହଜି ଯିବାରୁ କାହିଁ କେତେ ଦୂରରୁ ଯାତ୍ରୀମାନେ ଧାଇଁ ଆସିଥିଲେ। ଏହି ସମୟରେ ବାରିପଦାର ପିଠାବଟା ଓ ଯଶୀପୁରର କାଳିଆମି ଗେଟ୍ ପଟୁ ଯାତ୍ରୀ ପ୍ରବେଶ ଅନୁମତି ମିଳିଥିଲା । ଉଭୟ ପାର୍ଶ୍ୱରୁ ୬୦ଟି ଗାଡ଼ିକୁ ପ୍ରବେଶ ଅନୁମତି ମିଳିଥିବା ବେଳେ ସକାଳ ୭ଟାରୁ ୯ଟା ମଧ୍ୟରେ ପ୍ରବେଶ କରିବାକୁ କୁହାଯାଇଥିଲା। ଏବେ ଶିମିଳିପାଳକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବା ବେଳେ ଏପରି ହଠାତ୍ ବନ୍ଦ ଘୋଷଣା ଯୋଗୁ ସେମାନେ ନିରାଶ ହୋଇଛନ୍ତି। ଗତ ବର୍ଷ ଶିମିଳିପାଳକୁ ୪୩ ହଜାର ପର୍ଯ୍ୟଟକ ଆସିଥିବା ବେଳେ ୨ କୋଟି ୩୫ ଲ୭ ଟଙ୍କାର ରାଜସ୍ୱ ଆଦାୟ
I loved the wit in this piece! For additional info, click here: EXPLORE FURTHER. Keen to hear everyone’s views!
I don’t think the title of your article matches the content lol. Just kidding, mainly because I had some doubts after reading the article.
Excellent weblog here! Additionally your web site a lot up fast!
What web host are you the use of? Can I am getting
your associate link to your host? I wish my website loaded up as quickly as yours lol!
You made some decent points there. I did a search on the issue and found most individuals will approve with your blog.
Hey! Do you know if they make any plugins to assist
with Search Engine Optimization? I’m trying to get
my site to rank for some targeted keywords but I’m not seeing very good results.
If you know of any please share. Many thanks! I saw similar article
here: Blankets
Hey! Do you know if they make any plugins to help with Search Engine Optimization? I’m trying to get my site to
rank for some targeted keywords but I’m not seeing very good results.
If you know of any please share. Thank you! I saw similar art here:
Wool product
Thanks , I’ve just been searching for information about this subject for ages and yours is the greatest I have discovered till now. But, what about the conclusion? Are you sure about the source?
hello!,I like your writing so so much! percentage we be in contact more about your article on AOL? I need a specialist in this area to solve my problem. May be that’s you! Taking a look ahead to see you.